ଶ୍ରୀମନ୍ଦିର ପରିସରରେ ମହିଳା ଶ୍ରଦ୍ଧାଳୁଙ୍କୁ ପୁଲିସର ମାଡ଼ ଅଭିଯୋଗ

ପୁରୀ ଶ୍ରୀମନ୍ଦିର ପରିସରରେ ମହିଳା ଶ୍ରଦ୍ଧାଳୁଙ୍କୁ ପୁଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ମହିଳାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ତାକୁ ପୁରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes