ଶ୍ରୀମନ୍ଦିର ସୁରକ୍ଷା ନିମନ୍ତେ ଦାବିପତ୍ର

ଅନୁଗୁଳ ଜିଲ୍ଲା ବିଶ୍ୱ ହିନ୍ଦୁ ପରିଷଦ ଶାଖା ପକ୍ଷରୁ ଆଜି ଶ୍ରୀମନ୍ଦିର ଚର୍ତୁପାଶ୍ୱର୍ରେ ବେଆଇନ ଭାବେ ଖନନକୁ ନେଇ ଆଜି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।

ଏଥିରେ ବିଶ୍ବ ହିନ୍ଦୁ ପରିଷଦର ସଭାପତି, ଉପସଭାପତି ଓ ବହୁ କର୍ମକର୍ତ୍ତା ଯୋଗଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes