ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଶୁଭସ୍ତମ୍ଭ ସ୍ଥାପନ

ବୌଦ୍ଧ ଜିଲ୍ଲା ଖୁଣ୍ଟବନ୍ଧ ପଞ୍ଚାୟତ ଅନ୍ତର୍ଗତ ମର୍ଯ୍ୟାଦାପୁରରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଆଜି ପଞ୍ଚାୟତିରାଜ, ପାନୀୟ ଜଳଯୋଗାଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ସୂଚନା ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଶୁଭ ସ୍ତମ୍ଭ ସ୍ଥାପନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଗ୍ରାମର ରଘୁନାଥ ନାଟ୍ୟ ସଂସଦ ସମସ୍ତ କର୍ମକର୍ତ୍ତା ଓ ଗ୍ରାମବାସୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes