ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ରାଷ୍ଟ୍ରପତି ମନ୍ଦିରରେ ପହଞ୍ଚିଛନ୍ତି।

ଜଳାଭିଷେକ ସହ ୩୦ ମିନିଟ ଧରି ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes