ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ଷଣ୍ଢା ଗ୍ରାମରେ ଆଜି ପବିତ୍ର କାର୍ତ୍ତିକ ଚତୁର୍ଦ୍ଦଶୀ ଅବସରରେ ଏକ ଦିବସୀୟ ସୁନ୍ଦରାକାଣ୍ଡ ପରାୟଣ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଗାୟିକା ଦେବସ୍ମିତା ମହାପାତ୍ର ପୁରାଣ ପଠନ କରୁଛନ୍ତି। ସମସ୍ତ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରୁଛନ୍ତି।