ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି; ଚମ୍ପୁଆରୁ ଲଢ଼ିବେ ସନାତନ ମହାକୁଡ଼

ଚିଲିକାରୁ ରଘୁନାଥ ସାହୁ, ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆରୁ ସୁଭାଷିନୀ ସାହୁ ଲଢ଼ିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes