ସଂଗ୍ରାମପୁର ବିଦ୍ୟାଳୟରେ ବୃଦ୍ଧ ଜୟନ୍ତୀ ପାଳିତ

ବୌଦ୍ଧ ଜିଲ୍ଲା ତାଳସରଡା ପଞ୍ଚାୟତ ଅନ୍ତର୍ଗତ ସଂଗ୍ରାମପୁର ଉଚ୍ଚ ବିଦ୍ୟାଳୟ ଠାରେ ଆଜି ବୃଦ୍ଧ ଜୟନ୍ତୀ ପାଳିତ ହୋଇଯାଇଛି।

ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes