ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁରୁ ଉତ୍ତେଜନା

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଦେଉଳି ଗାଁରେ କାଲି ଜଣେ ଯୁବକଙ୍କୁ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା

ଚିକିତ୍ସାଧୀନ ଅବସ୍ଥାରେ ଆଜି ହସ୍ପିଟାଲରେ ମୃତ୍ୟୁ ପରେ ଉତ୍ତେଜନା ଦେଖାଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes