ସଞ୍ଜୟ କୁମାର ମିଶ୍ରଙ୍କୁ ଅତିରିକ୍ତ ଭାବେ ଓପିଟିସିଏଲ୍ ପରିଚାଳନା ଅଧ୍ୟକ୍ଷ ଦାୟିତ୍ୱ

ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ ଆଇଆରଟିଏସ୍ ଅଫିସର ସଞ୍ଜୟ କୁମାର ମିଶ୍ରଙ୍କୁ ରାଜ୍ୟ ସରକାର ଅତିରିକ୍ତ ଭାବେ ଓପିଟିସିଏଲ୍ ପରିଚାଳନା ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଦାୟିତ୍ୱ ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes