ସଡ଼କ ଦୁର୍ଘଟଣାରେ ୨ ମୃତ, ଜଣେ ଗୁରୁତର

ଯାଜପୁର ଜିଲ୍ଲା ଫୁଲଝର ଛକ ନିକଟରେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।

ଛିଡ଼ା ହୋଇଥିବା ଟ୍ରକ୍‌କୁ ସ୍କୁଟି ଚାଳକ ଧକ୍କା ଦେଇଥିଲା। ସ୍କୁଟିରେ ୩ ଜଣ ଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଛି ଓ ଜଣେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes