ସନ୍ତରଣ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗୀର ଜ଼ିଲ୍ଲା ସନ୍ତରଣ ସଂଘ ତରଫରୁ ସ୍ଥାନୀୟ ଆର ଏନ ସିଂଦେଓ  ସନ୍ତରଣଗାରରେ ଆଜି ବଲାଙ୍ଗୀର ଜ଼ିଲ୍ଲା ସନ୍ତରଣ ପ୍ରତିଯୋଗିତାକୁ ଜ଼ିଲ୍ଲାପରିଷଦ ସଭାପତି ଶ୍ରୀମତୀ ଦେବକୀ ସାହୁ ଉଦଘାଟନ କରିଥିଲେ।

ସମ୍ମାନିତ ଅତିଥି ଭାବେ ମୁନିସିପାଲଟି ଅଧକ୍ଷା ଶ୍ରୀମତୀ ଲିକା ସାହୁ ଏବଂ ସିଆରପିଫ କମାଣ୍ଡେଟ ଶ୍ରୀଯୁକ୍ତ ପବନ କୁମାର ତିବାରି ଯୋଗଦାନ କରିଥିଲେ । ଏଥିରେ ଜିଲ୍ଲାର ବିଭିନ୍ନ ସ୍କୁଲମାନଙ୍କର ୧୫୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।

————-

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes