ସଫେଇ କର୍ମଚାରୀଙ୍କ ପୌରପାଳିକା କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌରପାଳିକାରେ କାର୍ଯ୍ୟାରତ ସଫେଇ କର୍ମଚାରୀମାନେ ବିଭିନ୍ନ ଦାବି ସମାଧାନ ନେଇ ଆଜି ସକାଳୁ ଧାରଣାରେ ବସିଛନ୍ତି ।

ଖବର ଲେଖା ପର୍ଯ୍ୟନ୍ତ କୌଣସି ସମସ୍ୟା ସମାଧାନ ହୋଇ ନଥିବା ଜଣେ କର୍ମଚାରୀ ସୂଚନା ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes