ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଦେଶ୍ୟରେ ସ୍ଥାନୀୟ ଜନପ୍ରତିନିଧି ବିଧାୟକ ବେଗୁନିଆ ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ରାଜେନ୍ଦ୍ର ସାହୁଙ୍କ ଜରିଆରେ ଓଡ଼ିଶା ଚୁକ୍ତି ଭିତ୍ତିକ ଠିକା ସଫେଇ କର୍ମଚାରୀ ସଂଘ ପକ୍ଷରୁ ସ୍ଥାୟୀ ନିଯୁକ୍ତି ଦାବି ପତ୍ର ପ୍ରଦାନ କରିଛନ୍ତି।