ସମବାୟ ନିର୍ବାଚନ ନେଇ ବିଜେଡିର ପ୍ରସ୍ତୁତି

ଏ ନେଇ ଦଳର ବରିଷ୍ଠ ନେତୃତ୍ୱଙ୍କ ସହିତ ଭିଡିଓ କନଫରେସିଂ ଜରିଆରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ନିର୍ବାଚନ ପରିଚାଳନା ନେଇ ୭ ଜଣିଆ କମିଟି ଗଠନ କରିଛନ୍ତି ବିଜେଡି ସୁପ୍ରିମୋ। ୧୯ ଓ ୨୬ ରେ ଦୁଇଟି ପର୍ଯ୍ୟାୟରେ ସମବାୟ ନିର୍ବାଚନ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes