ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସରକାରଙ୍କ ଚେତାବନୀ

ବାତ୍ୟା ପ୍ରଭାବରେ ଏବେ ସମୁଦ୍ର ଅଶାନ୍ତ ଥିବାରୁ ଆସନ୍ତା 12 ତାରିଖ ପର୍ଯ୍ୟନ୍ତ କୌଣସି ମତ୍ସ୍ୟଜୀବୀ ସମୁଦ୍ରକୁ ନ ଯିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି l

ଏହା ସତ୍ତ୍ୱେ କେତେକ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଉଥିବାରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସରକାର ଚେତାବନୀ ଦେଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes