ସମ୍ବଲପୁରରେ ଦିନକରେ 14 କରୋନା ପଜିଟିଭ August 16, 2022 by Rameswar mahakur ଗତ 24 ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲ୍ଲାରେ 14 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l