ସମ୍ବଲପୁରରେ ଦିନକରେ 48 କରୋନା ପଜିଟିଭ July 26, 2022 by Rameswar mahakur ଗତ 24 ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲ୍ଲାରେ 48 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l