ସମ୍ବଲପୁରର ନୂଆ ଜିଲ୍ଲାପାଳ ଅନନ୍ୟା ଦାସ

କଟକ ମହାନଗର ନିଗମ କମିଶନର ଅନନ୍ୟା ଦାସଙ୍କୁ ଆଜି ରାଜ୍ୟ ସରକାର ସମ୍ବଲପୁରର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି l

ସମ୍ବଲପୁର ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କୁ ଗଞ୍ଜାମ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes