ସମ୍ବଲପୁର ଧମା ରେଞ୍ଜରେ ପୋଡ଼ାଜଳା ଅବସ୍ଥାରେ ୨ ହାତୀ କଙ୍କାଳ ଠାବ

ତବଲେଇ-ଦେଓଗାଁ ସଂରକ୍ଷିତ ଜଙ୍ଗଲରେ ଗୋଟିଏ ହାତୀର କଙ୍କାଳ ଠାବ ହୋଇଥିବା ବେଳେ କୋଲଗାଁ ସଂରକ୍ଷିତ ଜଙ୍ଗଲରେ ଆଉ ଗୋଟିଏ ହାତୀର କଙ୍କାଳ ଠାବ କରିଛି କ୍ରାଇମବ୍ରାଞ୍ଚ୍ ଏସ୍‌ଟିଏଫ୍‌।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes