ସମ୍ବାଦପତ୍ର ବିତରକଙ୍କୁ ପରିଚୟପତ୍ର ବଣ୍ଟନ

ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲାର ସମସ୍ତ ସମ୍ବାଦପତ୍ର ବିତରକଙ୍କୁ ପରିଚୟପତ୍ର ବଣ୍ଟନ କରାଯାଇଥିଲା।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଯୋଗ ଦେଇ ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଦତ୍ତ ପରିଚୟପତ୍ର ବଣ୍ଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes