ସମ୍ଭାବ୍ୟ ବାତ୍ୟାକୁ ନେଇ ୧୮ ଜିଲ୍ଲାପାଳଙ୍କୁ ଏସ୍ଆରସିଙ୍କ ଚିଠି

ଯାଜପୁର, ଭଦ୍ରକ, ବାଲେଶ୍ବର, ନୟାଗଡ଼, କଟକ, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ସ୍ଵତନ୍ତ୍ର ରିଲିଫ କମିଶନର।

ଆବଶ୍ୟକସ୍ଥଳେ ସ୍କୁଲ କୋଠାକୁ ବାତ୍ୟା ଆଶ୍ରୟସ୍ଥଳ କରିବା ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଜଳ ଯୋଗାଣ, ଜେନେରେଟର ବ୍ୟବସ୍ଥା ପାଇଁ ବିଡିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version