ସମ୍ଭାବ୍ୟ ବାତ୍ୟା ପାଇଁ ଆମେ ପ୍ରସ୍ତୁତ : ମୁଖ୍ୟ ସଚିବ

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଏବଂ ଏ ନେଇ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଥିବା ଆଜି କହିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes