ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୧୦ ସନ୍ଧ୍ୟାରୁ ୧୨ ତାରିଖ ସକାଳ ଯାଏଁ ବର୍ଷା ସମ୍ଭାବନା

୧୦ ତାରିଖରୁ ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

ଉପକୂଳ ଅଞ୍ଚଳରେ ୪୦ରୁ ୫୦ କିମି ବେଗରେ ପବନ ବହିବ ଏବଂ ୧୧ଟି ଉପକୂଳବର୍ତ୍ତୀ ଜିଲ୍ଲାରେ ବାତ୍ୟାର ପ୍ରଭାବ ରହିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes