ଆଜି ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଳକ ଅନ୍ତର୍ଗତ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ଗସ୍ତ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍।
ସ୍କୁଲରେ ପହଞ୍ଚିବା ପରେ ଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଏହାସହ ସ୍କୁଲର ଆନୁଷଙ୍ଗିକ ବ୍ୟବସ୍ଥାର ମଧ୍ୟ ତଦାରଖ କରିଛନ୍ତି ।
Credible Local News of Odisha