ସର୍ଟ ସର୍କିଟରୁ ନିଆଁ ଲାଗି ଜଳିଗଲା ୯ ବଖରା ଘର

ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତ ସମିଆ ସାହାଡ଼ା ଗାଁରେ ଏହି ଘଟଣା ଘଟିଛି।

୯ ବଖରା ଘର ସହ ଧାନ, ଚାଉଳ ସମେତ ଲକ୍ଷାଧିକ ଟଙ୍କାର ଆସବାବପତ୍ର ଜଳି ଯାଇଥିବା ଅଭିଯୋଗ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes