ସର୍ବଭାରତୀୟ ଲୁତୁରପଙ୍କ କ୍ରିକେଟ : ସେମିରେ ଭୁବନେଶ୍ବର

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ହାଇସ୍କୁଲ ଖେଳ ପଡିଆରେ ଜେଜଏସ କ୍ଳବ ଆନୁକୂଲ୍ୟରେ ଆୟୋଜିତ ୨୬ତମ ସର୍ବଭାରତୀୟ ଜୟ ଜଗନ୍ନାଥ ଲୁତୁରପଙ୍କ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଶୁକ୍ରବାର ସୋନପୁର ଏସଡିସିଏକୁ ହରେଇ ଭୁବନେଶ୍ବର ସ୍ପାର୍ଟନ ଦଳ ବିଜୟୀ ହୋଇ ସେମି ଫାଇନାଲରେ ପ୍ରବେଶ କରିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes