ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୌର ସହକାରୀ ନିର୍ବାହୀ ଯନ୍ତ୍ରୀ ସମୀର ଠାକୁରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ ଓ ଘର ସମେତ ୪ଟି ସ୍ଥାନରେ ରେଡ୍‌ ଚାଲିଛି। ଚଢ଼ାଉରେ ୫ ଡିଏସପି ଓ ୬ ଇନସପେକ୍ଟର ସାମିଲ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes