ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଜପତି ଜିଲ୍ଲା ରାୟଗଡ଼ ପଞ୍ଚାୟତ ସମିତି ସହକାରୀ ଯନ୍ତ୍ରୀ ଦିଲୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
ବ୍ରହ୍ମପୁର ଏବଂ ଗଜପତିରେ ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଚଢ଼ାଉ।
Credible Local News of Odisha