ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ ଜିଲ୍ଲା ବାଙ୍କୀ ଡମପଡ଼ା ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ ରାଉତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଘର ସମେତ ୪ଟି ସ୍ଥାନରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes