ସହକାରୀ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଭଦ୍ରକ ବ୍ଲକ ଅର୍ନ୍ତଗତ ବହୁଦରଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଜଗବନ୍ଧୁ ରାଉତ୍ ଅବସର ଗ୍ରହଣ କରିଛନ୍ତି ।

ଏହି ଅବସରରେ ତାଙ୍କୁ ବିଦ୍ୟାଳୟ ପରିସରରେ ଏକ ଅବସରକାଳୀନ ସମ୍ବଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଭଦ୍ରକ ପଞ୍ଚାୟତ ସମିତର ଉପାଧ୍ୟକ୍ଷ ମୁକୁନ୍ଦଦେବ ସାମଲ ସଭାପତିତ୍ୱ କରିଥିବା ବେଳେ ବିଦ୍ୟାଳୟ ଓ ପରିଚାଳନା କମିଟି ପକ୍ଷରୁ ଶ୍ରୀ ରାଉତଙ୍କୁ ଉପଢ଼ୌକନ, ମାନପତ୍ର ପୁଷ୍ପଗୁଛ ଓ ଉତ୍ତରୀୟ ଦେଇ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes