ସହିଦ ଯବାନଙ୍କ ପରିବାର ପାଇଁ ସହାୟତା ରାଶି ଦ୍ଵିଗୁଣକୁ ବୃଦ୍ଧି

ଯୁଦ୍ଧ, ଉଗ୍ରବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ଓଡ଼ିଆ ଯବାନଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ସହାୟତା ରାଶି ପରିମାଣ ୫ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes