ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଏଫ୍ଏମ୍ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।

ଗତ ୩ ଦିନ ହେବ ସେ ଥଣ୍ଡା, ଜ୍ୱରରେ ଆକ୍ରାନ୍ତ ହୋଇଛନ୍ତି। ଆଜି ଦୁର୍ବଳ ଅନୁଭବ କରିବାରୁ ମେଡିକାଲ ଆଇସିୟୁରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes