ସାଇବର ଠକେଇ ରୋକିବାକୁ ସଚେତନ କରିବ ଚଳଚ୍ଚିତ୍ର

ସାଇବର ଠକେଇ ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ରର ଶୁଭ ଉନ୍ମୋଚନ ହୋଇଥିବା ବେଳେ ଏଥିରେ ଅଭିନେତା ସବ୍ୟସାଚୀ ଓ ଅର୍ଚ୍ଚିତାଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିବ l

ବରିଷ୍ଠ ଫିଲ୍ମ ନିର୍ଦ୍ଦେଶକ ବସନ୍ତ ସାହୁ ଏହାର ନିର୍ଦ୍ଦେଶନା ଦେଇଛନ୍ତି l କାର୍ଯ୍ୟକ୍ରମରେ କ୍ରାଇମବ୍ରାଞ୍ଚ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଆଇଜି ଅମିତେନ୍ଦ୍ର ସିହ୍ନା ଓ ଡିଆଇଜି ଜୟନାରାୟଣ ପଙ୍କଜଙ୍କ ସହ ବହୁ ବରିଷ୍ଠି ଅଧିକାରୀ ଉପସ୍ଥିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes