ସାଇ ପରିବାର ପକ୍ଷରୁ ପାନୀୟ ଜଳ ବଣ୍ଟନ କାର୍ଯ୍ୟକ୍ରମ

ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମହାନଦୀ କୂଳରେ ଅବସ୍ଥିତ ପ୍ରାଚୀନ ଶୈବପୀଠ ବାବା ଗୋଧନେଶ୍ଵର ଠାରେ ଆଜି ଚୈତ୍ର ବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତ ଶ୍ରଦ୍ଧାଳୁମାନଙ୍କୁ ପିଇବା ପାଣି ଓ ଦହି ପାଣି ବଣ୍ଟନ କରୁଥିବା ଦେଖିବାକୁ ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes