ସାଢ଼େ ୮ ସୁଦ୍ଧା ତାପମାତ୍ରା ୩୨ ଡିଗ୍ରୀ ଛୁଇଁଲା

ସାଢ଼େ ୮ ସୁଦ୍ଧା ବାଲେଶ୍ବରରେ ସର୍ବାଧିକ ୩୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବରରେ ୩୦.୮, ଚାନ୍ଦବାଲିରେ ୩୦.୪, ପୁରୀ ଓ ସମ୍ବଲପୁର ୩୦ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes