ସାପ୍ତାହିକ ବଜାରର‌ ଶୁଭାରମ୍ଭ ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ମନମୁଣ୍ଡା ଥାନ ଅନ୍ତର୍ଗତ ଗୁଡଭେଲିପଦର ପଞ୍ଚାୟତ ଅନ୍ତର୍ଗତ ପୁରୁଣାପାଣି ବାବା ମଠ ପରିସରରେ ଆଜି ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ଆସନ୍ତା ରବିବାର ଦିନ ସାପ୍ତାହିକ ବଜାରର‌ ଶୁଭାରମ୍ଭ ପାଇଁ ଆଲୋଚନା କରାଯାଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes