ସାପ ବିଷ ଜବତ ଘଟଣାର ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱରରୁ କୋଟିଏ ଟଙ୍କାର ସାପ ବିଷ ଜବତ ଘଟଣାର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ।

ଗତ ବର୍ଷ ମାର୍ଚ୍ଚ ୨୭ରେ ୧.୬ ଲିଟର ସାପ ବିଷ ଜବତ ହୋଇଥିଲା। ଜଣେ ମହିଳାଙ୍କ ସହ ୬ ଜଣଙ୍କୁ ଗିରଫ କରିଥିଲା ବନ ବିଭାଗ। ଘଟଣାର ମାଷ୍ଟରମାଇଣ୍ଡ ଫେରାର ଥିଲା। ପରେ ଘଟଣାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଥିଲା ବନ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes