ସାମାନ୍ୟ ବଚସାରୁ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିବା ଅଭିଯୋଗ

ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ ଅଞ୍ଜିରେ ସାମାନ୍ୟ ବଚସାରୁ ଯୁବକଙ୍କୁ ପୂର୍ବତନ ସରପଞ୍ଚ ଓ ତାଙ୍କ ସହଯୋଗୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଆକ୍ରମଣରେ ଗୁରୁତର ଯୁବକଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes