ସାମ୍ବାଦିକଙ୍କ ପିତୃ ବିୟୋଗ, ବିଭିନ୍ନ ମହଲରେ ଶୋକ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ସାମ୍ବାଦିକ ସଂଘର ସମ୍ପାଦକ ତଥା ବରିଷ୍ଠ ସାମ୍ବାଦିକ ବାସୁଦେବ ପଣ୍ଡାଙ୍କ ପିତା ପର୍ଶୁରାମ ପଣ୍ଡାଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୮ ବର୍ଷ ହୋଇଥିଲା । ତାଙ୍କର କନିଷ୍ଠ ପୁତ୍ର ସାମ୍ବାଦିକ ବାସୁଦେବ ପଣ୍ଡା ମୁଖାଗ୍ନୀ ଦେଇଥିଲେ । ମଙ୍ଗଳବାର ତାଙ୍କ ବିୟୋଗରେ ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନର କାର୍ଯ୍ୟାଳୟ ପରିସରରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes