ସିଆରପି ଚୟନରେ ଅନିୟମିତତା ଅଭିଯୋଗ କରି ଦାବିପତ୍ର

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ସିଆରପି ଚୟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ।

ଗୁରୁବାର ଏହା ପ୍ରତିବାଦରେ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନେ ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବୀପତ୍ର ପ୍ରଦାନ କରିଥିବା ଜଣାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes