ସିଆରପି ଛକରେ ୨ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର ନୟାପଲ୍ଲୀ ଥାନା ସିଆରପି ଛକରେ ୨ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି ଦୁର୍ବୃତ୍ତ।

୨ ଯୁବକଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାରୁ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଦୁର୍ବୃତ୍ତଙ୍କୁ ଧରିବା ପାଇଁ ପୁଲିସ ଉଦ୍ୟମ ଜାରି ରଖିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes