ସିଏମସି କମିଶନର ହେଲେ ନିଖିଳ ପବନ କଲ୍ୟାଣ

ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣଙ୍କୁ ଆଜି କଟକ ମହାନଗର ନିଗମ କମିଶନର ଭାବେ ରାଜ୍ୟ ସରକାର ନିଯୁକ୍ତ କରିଛନ୍ତି l
କଟକ ମହାନଗର ନିଗମର କମିଶନର ଅନନ୍ୟା ଦାସଙ୍କୁ ସମ୍ବଲପୁର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes