ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ବିଭାଗ ପକ୍ଷରୁ ସୋନପୁର ନେହେରୁ ଯୁବ କେନ୍ଦ୍ର ଆନୁକୂଲ୍ୟରେ ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଠାରେ ଇଣ୍ଟେସିଭ ଭଲେଣ୍ଟେରୀ ଏନରୋଲମେଣ୍ଟ ପ୍ରୋଗ୍ରାମ ଆଜି ଅନୁଷ୍ଟିତ ହୋଇଥିଲା।
ଏଥିରେ କଲେଜ ଅଧ୍ୟକ୍ଷା ରେଖା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉପକାରିତା ଉପରେ ଛାତ୍ରଛାତ୍ରୀଙ୍କୁ ଦିଗ ଦର୍ଶନ ଦେଇଥିଲେ ।ନେହେରୁ ଯୁବ ସଂଘର କର୍ମକର୍ତ୍ତା ଉପସ୍ଥିତ ଥିଲେ ।