ସିମିଳିଗୁଡ଼ାରେ ରାତି ତାପମାତ୍ରା ୯.୫ ଡିଗ୍ରୀ ରେକର୍ଡ October 29, 2022 by Odisha ସେହିପରି କୋରାପୁଟରେ ୧୧.୫ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।