ସିମେଣ୍ଟ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ,ଚାଳକ ଆହତ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବିନିକା ରାମପୁର ରାଜପଥର ବିଶାଳପାଲି ଛକ ଠାରେ ଏକ ସିମେଣ୍ଟ ବୋଝେଇ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଏଥିରେ ଥିବା ଚାଳକ ଆହତ ହୋଇ ବିନିକା ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି ।

ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes