ସୁଦାମ ମଣ୍ଡଳ ଶିଳ୍ପ ବିଭାଗ ଅତିରିକ୍ତ ନିର୍ଦ୍ଦେଶକ ନିଯୁକ୍ତ

ଏମକେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର କୁଳସଚିବ ସୁଦାମ ଚରଣ ମଣ୍ଡଳଙ୍କୁ ଆଜି ରାଜ୍ୟ ସରକାର ଶିଳ୍ପ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଭାବେ ନିଯୁକ୍ତ କରିଛନ୍ତି l
ଏଥିସହ ତାଙ୍କୁ ଖଦି ଓ ଗ୍ରାମ୍ୟ ଶିଳ୍ପ ବୋର୍ଡର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version