ସୁନ୍ଦରଗଡ଼ ଜିଲ୍ଲାରେ ଜଣେ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ

ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡରେ ଆକ୍ରାନ୍ତ ଥିବା ଜଣେ 65 ବର୍ଷର ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି l
ସେ ଅନ୍ୟାନ୍ୟ ରୋଗରେ ମଧ୍ୟ ପୀଡିତ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes