ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ କରୋନା ସଂକ୍ରମଣ ଶହେକୁ ଟପିଲା July 15, 2022 by Odisha ଗତ 24 ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସଂକ୍ରମଣ 106କୁ ଛୁଇଁଛି l