ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ଠାରେ କାର୍ତ୍ତିକ ଚତୁର୍ଦ୍ଦଶୀ ଅବସରରେ ଏକ ଦିବସୀୟ ସୁନ୍ଦରାକାଣ୍ଡ ପରାୟଣ ଅନୁଷ୍ଠିତ ହେଉଛି।
ଏଠାରେ ଗାୟିକା ସବିତା ମିଶ୍ର ପୁରାଣ ପଠନ କରୁଥିବା ବେଳେ ନିତ୍ୟାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଉଛନ୍ତି।
Credible Local News of Odisha