ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ବିନିକା ଡାକ୍ତରଖାନା ପରିଦର୍ଶନ

ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱନେ ଆଜି ଅଚାନକ ବିନିକା ଡାକ୍ତରଖାନା ପରିଦର୍ଶନରେ ଆସି ବିଭିନ୍ନ ସମସ୍ୟା ଉପରେ ଅବଗତ ହୋଇଥିଲେ ।

ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ କେନ୍ଦ୍ର ଇନଚାର୍ଜ ଡ଼. ଅଂଶୁ ମାଳିନୀ ପଣ୍ଡାଙ୍କ ସମେତ ଷ୍ଟାଫ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes